Weather Update: ଦିଲ୍ଲୀ ସମେତ ଏହି ସବୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ନୂଆଦିଲ୍ଲୀ: କେନ୍ଦ୍ରୀୟ ରାଜଧାନୀ ନୂଆଦିଲ୍ଲୀ ସହିତ ଉତ୍ତରପ୍ରଦେଶ ପର୍ଯ୍ୟନ୍ତ ମୌସୁମୀ ବର୍ଷା ଲାଗି ରହିଛି। ମୁମ୍ବାଇରେ ଲଗାଣ ବର୍ଷାରେ ବେହାଲ ଜୀବନ। କିଛି ରାଜ୍ୟରେ ଝିପି ଝିପି ବର୍ଷା ଲାଗି ରହିଛି। ସେହିପରି ଦିଲ୍ଲୀ ଓ ଏହାର ଆଖପାଖ ଅଞ୍ଚଳରେ ଝିପିଝିପି ବର୍ଷା ଲାଗି ରହିଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡ଼ିଛି। ଆଇଏମଡି ଅନୁସାରେ ସମଗ୍

Weather Update: ଦିଲ୍ଲୀ ସମେତ ଏହି ସବୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

About the Author