Weather Update: ତାତିରୁ ମିଳିବ ତ୍ରାହି, ଆଜିଠୁ ବର୍ଷା

୨୪ ତାରିଖରେ ଜଗତସିଂହପୁର ଏବଂ କେନ୍ଦ୍ରପଡ଼ାରେ ପ୍ରବଳୁ ଅତି ପ୍ରବଳ ବର୍ଷା ଏବଂ ୬ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିଭଳି ୨୫ ତାରିଖ ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Weather Update: ତାତିରୁ ମିଳିବ ତ୍ରାହି, ଆଜିଠୁ ବର୍ଷା

About the Author