Weather Update: ଆସୁଛି ଆଉ ଏକ ଲଘୁଚାପ, ଆଜି ଅତି ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି!
Advertisement
Article Detail0/zeeodisha/odisha2386110

Weather Update: ଆସୁଛି ଆଉ ଏକ ଲଘୁଚାପ, ଆଜି ଅତି ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି!

Weather Update: ରାଜ୍ୟରେ ଜାରି ରହିଛି ବର୍ଷା। ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ତାଜା ସୂଚନା ଅନୁସାରେ, ଆସୁଛି ଆଉ ଏକ ବର୍ଷା । ଆସନ୍ତା ୨୪ ଘଣ୍ଟା ଭିତରେ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। 

Weather Update: ଆସୁଛି ଆଉ ଏକ ଲଘୁଚାପ, ଆଜି ଅତି ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି!

Weather Update: ରାଜ୍ୟରେ ଜାରି ରହିଛି ବର୍ଷା। ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ତାଜା ସୂଚନା ଅନୁସାରେ, ଆସୁଛି ଆଉ ଏକ ବର୍ଷା । ଦକ୍ଷିଣ ବାଂଲାଦେଶ  ଓ ସଂଲଗ୍ନ ଗୋଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି।  ଏହାର ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ଭିତରେ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। 

ALSO READ: Today Horoscope: ଆଜି ବଦଳିବ ଏହିସବୁ ରାଶିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଶୁକ୍ରବାର?

 

ସେପଟେ, ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି।  ଆସନ୍ତା ୩ ଦିନଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ୫ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି ହୋଇଛି। ସେହି ଜିଲ୍ଲା ଗୁଡିକ ହେଲା, ମୟୂରଭଂଜ, କେନ୍ଦୁଝର, ସୁନ୍ଦରଗଡ, ଦେବଗଡ ଓ ସମ୍ବଲପୁର । ସେହିପରି ଆସନ୍ତାକାଲି ପାଇଁ ୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି।