Weather Update: ୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ଆଲର୍ଟ ଜାରି କଲା ପାଣିପାଗ ବିଭାଗ

Weather Update: ରାଜ୍ୟରୁ ଶୀତ (cold)ଗାଏବ ହୋଇଥିବା ବେଳେ ଘନ କୁହୁଡିର(fog)ପ୍ରକୋପ ଜାରି ରହିଛି। ତେବେ, ଏହାରି ଭିତରେ ଆଞ୍ଚଳିକ ପାଣିପାଗ ବିଭାଗ (Bhubaneswar Meteorological Centre)ଏକ ଆଶ୍ଚର୍ଯ୍ୟ କଲା ପରି ଖବର ଦେଇଛି। ଆଜି ରାଜ୍ୟରେ ୮ ଜିଲ୍ଲାରେ ବର୍ଷା (rain) ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ।

 Weather Update: ୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ଆଲର୍ଟ ଜାରି କଲା ପାଣିପାଗ ବିଭାଗ

About the Author