Weather Update: ଭିଜୁଛି ଓଡ଼ିଶା; ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୫ଜିଲ୍ଲାକୁ ୱାର୍ଣ୍ଣିଂ ଜାରି...

Weather Update: ରାଜ୍ୟରେ ଜାରି ରହିଛି ବର୍ଷା । ଆଜି ମଧ୍ୟ ରାଜ୍ୟର ଦକ୍ଷିଣାଞ୍ଚଳ ଜିଲ୍ଲା ଗୁଡିକରେ ପ୍ରବଳ ବର୍ଷା ହେବା ନେଇ ଆଞ୍ଚିଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

Weather Update: ଭିଜୁଛି ଓଡ଼ିଶା; ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୫ଜିଲ୍ଲାକୁ ୱାର୍ଣ୍ଣିଂ ଜାରି...

About the Author