ମହାନଦୀକୁ ଡେଇଁ ଜୀବନ ହାରିଲେ ଯୁବକ

ଗତକାଲି ବିଳମ୍ବିତ ରାତିରେ ଯୁବକ ଜଣଙ୍କ ମହାନଦୀକୁ ଡେଇଁ ପଡ଼ିଥିଲେ। ସ୍ଥାନୀୟ ଲୋକେ ଏହା ଦେଖି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ସକାଳେ ଅଗ୍ନିଶମ ବାହିନୀ ପହଞ୍ଚି ଖୋଜାଖୋଜି ଆରମ୍ଭ କରିଛନ୍ତି।

ମହାନଦୀକୁ ଡେଇଁ ଜୀବନ ହାରିଲେ ଯୁବକ

About the Author