ଅଧିକ ଲୁଣ ଖାଉଥିଲେ ହୋଇଯାଆନ୍ତୁ ସାବଧାନ, ନଚେତ୍ ଭୋଗିପାରନ୍ତି ଏହି ସବୁ ସମସ୍ୟା..

May 27, 2024, 06:13 PM IST

Priyambada Rana

ମାତ୍ରାଧିକ ଲୁଣ ସେବନ ଅଭ୍ୟାସ ଆପଣଙ୍କୁ ବଡ଼ ସମସ୍ୟାରେ ପକାଇପାରେ

ମେଡିକାଲ କ୍ଷେତ୍ରରେ ଲୁଣକୁ ଆବଶ୍ୟକଠାରୁ ଅଧିକ ଖାଇବା ପାଇଁ ମନା କରାଯାଇଥାଏ

ଲୁଣ ସେବନ ଦ୍ୱାରା ଆପଣ ଅନେକ ବଡ଼ ବଡ଼ ରୋଗର ବଶବର୍ତ୍ତୀ ହୋଇଥାନ୍ତି 

ମୁଖ୍ୟ ହେଉଛି ଉଚ୍ଚ ରକ୍ତଚାପ

ଏହା ହୃଦରୋଗ, ରକ୍ତଚାପ, ଷ୍ଟ୍ରୋକ ଭଳି ଗୁରୁତର ସ୍ୱାସ୍ଥ୍ୟ ସମସ୍ୟାର କାରଣ ହୋଇଥାଏ

ଲୁଣ ସମସ୍ତଙ୍କ ଶରୀରରେ ଉଚ୍ଚ ରକ୍ତଚାପ ସୃଷ୍ଟି କରେ 

ଲୁଣକୁ କମେଇବାକୁ ଚେଷ୍ଟା କରନ୍ତୁ 

ପ୍ରତ୍ୟେକ ଦିନ ଖାଦ୍ୟରେ ସାମିଲ ହେଉଥିବା ଲୁଣର ପରିମାଣକୁ କମ କରିବା ଉଚିତ

ଏହାଦ୍ୱାରା ଉପରୋକ୍ତ ରୋଗ ଇତ୍ୟାଦିରୁ ଶରୀର ମୁକ୍ତ ରହିବା ସହ ଆପଣ ନିଜକୁ ସୁସ୍ଥ ରଖିପାରିବେ 

ମୁକେଶ ଅମ୍ବାନୀ ସାଧାରଣତଃ ଶାକାହାରୀ, ଭାତ, ଡାଲି ଓ ରୁଟି ତାଙ୍କର ପ୍ରିୟ ଖାଦ୍ୟ।