ସୁବାଷିତ ଜଳ ଢ଼ାଳି ଚତୁର୍ଦ୍ଧା ମୂର୍ତ୍ତିଙ୍କ ମହାସ୍ନାନ କରିଦେଉଛନ୍ତି ସେବାୟତ
ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ଭକ୍ତମୟ ଶ୍ରୀକ୍ଷେତ୍ର
୧୦୮ ଗରା ସୁବାସିତ ଜଳରେ ମହାପ୍ରଭୁଙ୍କ ମହାସ୍ନାନ
ସ୍ନାନମଣ୍ଡପରୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ
ଭକ୍ତିମୟ ଶ୍ରୀକ୍ଷେତ୍ର, ଲୋକାରଣ୍ୟ ବଡ଼ଦାଣ୍ଡ,
ବଡ଼ଦାଣ୍ଡରୁ କାଳିଆର ଟିକେ ଝଲକ୍ ଦେଖିବାକୁ ଦୂରଦୂରାନ୍ତରୁ ଛୁଟି ଆସିଛନ୍ତି ଭକ୍ତ।
ଅଭିମନ୍ତ୍ରିତ ଜଳରେ ସ୍ନାନ କରୁଛନ୍ତି ମହାପ୍ରଭୁ।